ବୁଲେଟ ଟ୍ରେନ ପ୍ରକଳ୍ପ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ସୁରତରେ ନିର୍ମାଣାଧୀନ ବୁଲେଟ୍ ଟ୍ରେନ୍ ଷ୍ଟେସନ ପରିଦର୍ଶନ କରିବା ସହିତ ମୁମ୍ବାଇ-ଅହମ୍ମଦାବାଦ ହାଇ-ସ୍ପିଡ୍ ରେଳ କରିଡରର ଅଗ୍ରଗତି ସମୀକ୍ଷା କରିଛନ୍ତି।…