ରାଜ୍ୟ ଖବର ଅବକାରୀ ବିଭାଗର ସମୀକ୍ଷା ବୈଠକ: ବେଆଇନ କାରବାର ଉପରେ ଅକ୍ଟୋବର ୧୦ରୁ ୩୧ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଚଢ଼ଉ ଭୁବନେଶ୍ବର: ରାଜ୍ୟରୁ ବେଆଇନ ନିଶା ଓ ମାଦକ ଦ୍ରବ୍ୟ କାରବାରକୁ ସମ୍ପୂର୍ଣ୍ଣ ମୂଳୋତ୍ପାଟନ କରିବା ଏବଂ ପ୍ରଧାନମନ୍ତ୍ରୀଙ୍କ ‘ନିଶା ମୁକ୍ତ ଭାରତ’ ସ୍ୱପ୍ନକୁ ସାକାର କରିବା ପାଇଁ…