ଆଜିର ଖବର ବେଆଇନ ଚିଙ୍ଗୁଡି ଘେରି ମାମଲା: ଚାରି ଜିଲ୍ଲାପାଳଙ୍କୁ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କଟକ: ବେଆଇନ ଚିଙ୍ଗୁଡି ଘେରି ମାମଲାରେ ଚାରି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଅଦାଲତରେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଚାରି ଜିଲ୍ଲାପାଳଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ…