ଆଜିର ଖବର ବାଲୁଗାଁ: ବେଆଇନ ବାଣ ବିକ୍ରି ଅଭିଯୋଗରେ ଦୁଇ ଅଭିଯୁକ୍ତ ଗିରଫ ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ବେଆଇନ ବାଣ ବିକ୍ରି ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତକୁ ବାଲୁଗାଁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ…