ଅନ୍ତରାଷ୍ଟ୍ରୀୟ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଫୋନରେ କଥା ହେଲେ ଋଷର ରାଷ୍ଟ୍ରପତି, ଏହି ବିଷୟରେ ହେଲା ଆଲୋଚନା ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି। ଏହି ସମୟରେ ଉଭୟ ନେତା ବେଗନର ବିଦ୍ରୋହ…