ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

ଖୋର୍ଦ୍ଧା: ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ‘ବେଟି ବଚାଓ ବେଟି ପଢାଓ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ…