ଆଜିର ଖବର ଦ୍ୱିତୀୟ ପର୍ଯ୍ୟାୟ ବେସାମରିକ ସମ୍ମାନ ପ୍ରଦାନ ସମାରୋହରେ ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଦ୍ୱିତୀୟ ପର୍ଯ୍ୟାୟ ବେସାମରିକ ସମ୍ବର୍ଦ୍ଧନା ସମାରୋହରେ ୨୦୨୫ ବର୍ଷ ପାଇଁ ପଦ୍ମ ବିଭୂଷଣ,…