ବୈଠକ ଅନୁଷ୍ଠିତ

ସୀତାରାମ ଅଗ୍ରୱାଲ ବାଣପୁର: ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି ଦିନ ୧୧.୦୦ ଘଟିକାରେ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଏକ ଶିକ୍ଷକ-ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଥିଲା।…