ଜାତୀୟ ଖବର ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ ନୂଆଦିଲ୍ଲୀ: ଲୋକସଭା ଓ ରାଜ୍ୟସଭାର ବିଭିନ୍ନ ବିଭାଗ ସମ୍ପର୍କିତ ସଂସଦୀୟ ସ୍ଥାୟୀ କମିଟିଗୁଡ଼ିକର ପୁନର୍ଗଠନ କରାଯାଇଛି। ଏହି ପ୍ରକ୍ରିୟାରେ ପ୍ରମୁଖ ସଂସଦୀୟ କମିଟିଗୁଡ଼ିକରେ ଦଳୀୟ ସନ୍ତୁଳନକୁ ଅପରିବର୍ତ୍ତିତ…