ବିଶେଷ ଖବର ପାକିସ୍ତାନ ଉପରେ ଭାରତର ଆଭିମୁଖ୍ୟରେ କୌଣସି ପରିବର୍ତ୍ତନ ନାହିଁ: ବୈଦେଶିକ ମନ୍ତ୍ରାଳୟ ନୂଆଦିଲ୍ଲୀ: ଶାହବାଜ ସରିଫ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ହେବାର କିଛି ଦିନ ପରେ ଭାରତ କହିଛି ଯେ, ଏହାର ଆଭିମୁଖ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆତଙ୍କବାଦ ମୁକ୍ତ…