ଆଜିର ଖବର ଆଜି ରାତିରେ ସାତୋଟି ଜିଲ୍ଲାରେ ସୃଷ୍ଟି ହେବ ଘନ କୁହୁଡି, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି ଭୁବନେଶ୍ବର, ଆଜି ରାତିରେ ଏବଂ ଆସନ୍ତାକାଲି ସକାଳେ ସାତୋଟି ଜିଲ୍ଲାରେ ଦେଖାଦେବ ପ୍ରବଳ କୁହୁଡି। ଏହି କୁହୁଡି ଦ୍ବାରା ରାସ୍ତାଘାଟ କିଛି ଦେଖାଯିବ ନାହିଁ। ସେଥିପାଇଁ ସଜାଗ…