ଆଞ୍ଚଳିକ ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ ବାଣପୁର: ବାଣପୁର ଭଗବତୀ ବିହାରସ୍ଥିତ ସରସ୍ବତୀ ଶିଶୁମନ୍ଦିର ଠାରେ କ୍ରୀଡା ଭାରତୀ ବାଣପୁର ଶାଖା ପକ୍ଷରୁ ଜାତୀୟ କ୍ରୀଡା ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ…