ଆଜିର ଖବର ବୈଶ୍ୱିକ ତୈଳ ଓ ବାଷ୍ପ କ୍ଷେତ୍ରର ମୁଖ୍ୟ କାର୍ଯ୍ୟ ନିବାହୀ ଓ ବିଶେଷଜ୍ଞଙ୍କ ସହ ମତ ବିନିମୟ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସନ୍ଧ୍ୟା ୬ଟାବେଳେ ବୈଶ୍ୱିକ ତୈଳ ଓ ବାଷ୍ପ କ୍ଷେତ୍ରର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଓ ବିଶେଷଜ୍ଞଙ୍କ ସହ ଭିଡିଓ କନ୍ଫରେନ୍ସି…