ନିର୍ବାଚନ ଖବର ବ୍ରହ୍ମପୁରରେ ଦମ୍ଭ ଦେଖାଇଲେ ମୋଦୀ, କହିଲେ ଓଡିଶାରେ ଜୁନ ୧୦ ରେ ଶପଥ ନେବେ ବିଜେପି ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରହ୍ମପୁରର କନିଷାଠାରେ ନିଜର ଦମ୍ଭ ଦେଖାଇଛନ୍ତି। ସେ ସେଠାରେ ଘୋଷଣା କରିଛନ୍ତି ଯେ, ଜୁନ୍ ୪ ତାରିଖ ହେଉଛି ବିଜେଡିର…