ଆଜିର ଖବର ଛୁରି ଦେଖାଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୫ ମାସର ଗର୍ଭବତୀ ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଅଞ୍ଚଳରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଛୁରି ଦେଖାଇ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାର କିଛି ମାସ ପରେ…