ଆଜିର ଖବର ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିକ୍ସ ରାଷ୍ଟ୍ରଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତା ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀମାନଙ୍କ ସହ ସାକ୍ଷାତ କରିଛନ୍ତି। ଶ୍ରୀ ମୋଦୀ ସମସାମୟିକ…