ବିଶେଷ ଖବର ଜଳବାୟୁ ପରିବର୍ତ୍ତନ ସଂକ୍ରାନ୍ତ ବ୍ରିକ୍ସ ଉଚ୍ଚସ୍ତରୀୟ ବୈଠକରେ କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ଉଦ୍ବୋଧନ ନୂଆଦିଲ୍ଲୀ: ବ୍ରିକ୍ସ ରାଷ୍ଟ୍ର ସମୂହର ଜଳବାୟୁ ପରିବର୍ତ୍ତନ ସଂକ୍ରାନ୍ତ ଉଚ୍ଚସ୍ତରୀୟ ବୈଠକ ଆଭାସୀ ବ୍ୟବସ୍ଥାରେ ମେ ୧୩ତାରିଖରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତର ଜଙ୍ଗଲ, ପରିବେଶ ଓ…