ଆଜିର ଖବର ଡିସେମ୍ବର ୪ ରେ ପୁରୀ ଆସିବେ ରାଷ୍ଟ୍ରପତି: ଜାଣନ୍ତୁ କ’ଣ ରହିଛି କାର୍ଯ୍ୟକ୍ରମ ଓ କଟକଣା? ଭୁବନେଶ୍ଵର: ଆସନ୍ତା ଡିସେମ୍ବର ୪ ତାରିଖ ଦିନ ପୁରୀ ରାଜ ଭବନ ନିକଟସ୍ଥ ବ୍ଲୁ ଫ୍ଲାଗ୍ ବିଚ୍ ବେଳାଭୂମିଠାରେ ନୌସେନା ଦିବସ ପାଳିତ ହେବ। ଏହି କାର୍ଯ୍ୟକ୍ରମରେ…