ବ୍ୟବସାୟିକ ଫୋରମ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ମଙ୍ଗଳବାର ଅମ୍ମାନରେ ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ଏହି ବୈଠକରେ ଜୋର୍ଡାନର କ୍ରାଉନ…