ଆଜିର ଖବର ଭୁବନେଶ୍ବର ମହାନଗର ନିଗମରେ ଆରମ୍ଭ ହେଲା ବ୍ୟବସାୟୀମାନଙ୍କର କୋଭିଡ ପରୀକ୍ଷା ଭୁବନେଶ୍ବର, ଭୁବନେଶ୍ୱର ମହାନଗର ନିଗମର ନର୍ଥ ଜୋନ୍ରେ ଆରମ୍ଭ ହୋଇଛି ବ୍ୟବସାୟୀ ମାନଙ୍କର ସାମୁହିକ କୋଭିଡ଼୍ ପରୀକ୍ଷା । କମିଶନର ସଞ୍ଜୟ କୁମାର ସିଂହଙ୍କ ଅନୁମତି କ୍ରମେ…