ବିଶେଷ ଖବର ଚାଷୀଭାଇମାନେ ସୁଧବିହୀନ ଋଣର ସୁବିଧା ନେଇ କୃଷିର ବିକାଶରେ ଭାଗୀଦାର ହୁଅନ୍ତୁ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ରାଜ୍ୟସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ୍ ସେବା ଓ ଋଣ କର୍ମଶାଳାର ଆଜି ଶୁଭାରମ୍ଭ ହୋଇଛି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡ଼ିଓ ବାର୍ତ୍ତାରେ…