ଆଜିର ଖବର ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ ଭୁବନେଶ୍ଵର: ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୁଦ୍ଧରେ ଓଡ଼ିଶା ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଏହି କ୍ରମରେ ରାଜ୍ୟବ୍ୟାପୀ ପୋଲିସ ପକ୍ଷରୁ ଆୟୋଜିତ ହୋଇଥିବା…