ଖେଳ ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ ନୂଆଦିଲ୍ଲୀ: ଭାରତର ପୂର୍ବତନ ବିସ୍ଫୋରକ ଅଲ୍ରାଉଣ୍ଡର୍ ଯୁବରାଜ ସିଂହ ଆଇପିଏଲ୍ ଫ୍ରାଞ୍ଚାଇଜି ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ସହ ନିଜର କୋଚିଂ କ୍ୟାରିୟର୍ ଆରମ୍ଭ କରିବାକୁ ଯାଉଛନ୍ତି। ତାଙ୍କୁ…