ବ୍ୟାପକ ଫସଲ ନଷ୍ଟ

ଭୁବନେଶ୍ଵର: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବ୍ଲକ ପ୍ରଭାବିତ ହୋଇଛି। ଏହି ଅଦିନିଆ ବର୍ଷା ଯୋଗୁଁ ବ୍ୟାପକ ଫସଲ ନଷ୍ଟ ହୋଇଛି।…