ଆଜିର ଖବର ବ୍ୟାସକବିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ, ବ୍ୟାସକବିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଭୁବନେଶ୍ୱର: ରାଜ୍ୟସ୍ତରୀୟ ଜୟନ୍ତୀ ପରିପ୍ରେକ୍ଷୀରେ ଆଜି ସ୍ଥାନୀୟଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଥିବା ବ୍ୟାସକବି ଫକୀରମୋହନ ସେନାପତିଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।…