ଭକ୍ତଚରଣ ଦାସ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଭି.କେ ପାଣ୍ଡିଆନଙ୍କ ବିଦେଶ ଗସ୍ତ ତଦନ୍ତ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ…