ଆଞ୍ଚଳିକ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୬୯ତମ ଶ୍ରାଦ୍ଧଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ବାଣପୁର: ଉତ୍କଳମଣି ଗୋପବନ୍ଧୁଙ୍କ ପଟ୍ଟଶିଷ୍ୟ, ସତ୍ୟବାଦୀ ବନ ବିଦ୍ୟାଳୟର ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ ସୁଶିକ୍ଷକ, ଓଡ଼ିଶାର ପ୍ରଥମ ଶିକ୍ଷାମନ୍ତ୍ରୀ, କବି, ନାଟ୍ୟକାର, ବାଣପୁର ଗୌରବ ପୁଣ୍ୟଶ୍ଳୋକ ପଣ୍ଡିତ…