ଆଜିର ଖବର ହସପିଟାଲରେ ଭର୍ତ୍ତି ହେଲେ କଂଗ୍ରେସ ସଭାପତି ଭକ୍ତ ଦାସ, ହାତରେ କରାଗଲା ଅପରେସନ ଭୁବନେଶ୍ବର: କଂଗ୍ରେସ ସଂକଳ୍ପ ଯାତ୍ରା ବେଳେ ଆହତ ହୋଇଥିବା ସଭାପତି ଭକ୍ତଚରଣ ଦାସ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ବାମ ହାତରେ ଅସ୍ତ୍ରପୋଚାର କରାଯାଇଛି। ଭୁବନେଶ୍ବରର ଏକ…