ଆଜିର ଖବର ପୁରୀରେ ଶହେ ଟଙ୍କିଆ ଭକ୍ତ ନିବାସ ! ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁ ପୁରୀରେ ମାତ୍ର ଶହେ ଟଙ୍କାରେ ରହିପାରିବେ। ସାଧାରଣ ଭକ୍ତଙ୍କୁ ସ୍ୱଳ୍ପ ମୂଲ୍ୟରେ ରହଣି ପାଇଁ ଭକ୍ତ ନିବାସ…