ଜାତୀୟ ଖବର ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟ ଅନୁଧ୍ୟାନ କଲେ କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ର ମନ୍ତ୍ରୀ ଭୁବନେଶ୍ବର: କେନ୍ଦ୍ର ସାର ଓ ରସାୟନ, ନୂତନ ଓ ଅକ୍ଷୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଭଗୱନ୍ତ ଖୁବା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ତାଳଚେର ସାର କାରଖାନାର…