ଅପରାଧ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ଭଣ୍ଡ ବାବାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ଅଂଚଳର ଜଣେ ରଙ୍ଗିଲା ବାବା ନିରୀହ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ମାନ୍ୟବର କୋର୍ଟ କୋଡିଏ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି।…