ଆଜିର ଖବର ଭଦ୍ରକରେ ବନ୍ୟା ସ୍ଥିତି ଗମ୍ଭୀର, ୧.୦୭ ଲକ୍ଷ ଲୋକ ସ୍ଥାନାନ୍ତର ଭଦ୍ରକ: ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ, ଧାମନଗର, ତିହିଡ଼ି ଓ ଚାନ୍ଦବାଲି ବ୍ଲକର ୩୩ଟି ପଞ୍ଚାୟତ, ୪ଟି ୱାର୍ଡ ଓ ୧୩୪ଟି ଗାଁ ବନ୍ୟା ପ୍ରଭାବିତ ହୋଇଛି। ମୋଟ…