ଆଞ୍ଚଳିକ ଭବାନୀପୁର ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁର ବ୍ଲକ ଭବାନୀପୁର ଗ୍ରାମ ପଞ୍ଚାୟତର ପଞ୍ଚାୟତ କାର୍ଯ୍ୟାଳୟ ପାଇଁ ନିକଟରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟ ଶେଷ ହୋଇଛି। ଏଥି ନିମନ୍ତେ ପଞ୍ଚାୟତରେ…