ଆଜିର ଖବର କେନ୍ଦ୍ର ବଜେଟ୍ ୨୦୨୫-୨୬କୁ ଐତିହାସିକ, ଭବିଷ୍ୟତବାଦୀ ଓ ସନ୍ତୁଳିତ ବଜେଟ୍ କହିଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: ସଂସଦରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଯେଉଁ ବଜେଟ୍ ଉପସ୍ଥାପନ କରିଛନ୍ତି, ତାହା ବିକଶିତ ଭାରତର ସଂକଳ୍ପ ପାଇଁ…