ଆଜିର ଖବର ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍ଘାଟିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ପରିସରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏକ ଫୁଲ୍ ଭଲିବଲ୍ କୋର୍ଟ…