ଅନ୍ତରାଷ୍ଟ୍ରୀୟ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଫୋନରେ କଥା ହେଲେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ୟୁକ୍ରେନର ରାଷ୍ଟ୍ରପତି ଭଲୋଡିମିର ଜେଲେନସ୍କି ଫୋନରେ କଥା ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ୟୁକ୍ରେନର ରାଷ୍ଟ୍ରପତି ଟୁଇଟ୍ କରି କହିଛନ୍ତି…