ଆଜିର ଖବର ‘ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍-୨” କୁ ମଞ୍ଜୁରି ଲାଗି ନିଆଯାଇଥିବା ନିଷ୍ପତ୍ତିକୁ ପ୍ରଶଂସା କରିଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ‘ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍-୨ “କୁ ମଞ୍ଜୁରି ଦେବା ଲାଗି କେନ୍ଦ୍ର କ୍ୟାବିନେଟ ନିଆଯାଇଥିବା ନିଷ୍ପତ୍ତିକୁ ପ୍ରଶଂସା…