ଆଜିର ଖବର କେନାଲରେ ବୁଡି ଭାଇ ଭଉଣୀ ମୃତ ଉଦଳା: ମୟୂରଭଞ୍ଜ ଜିଲ୍ଲା ଉଦଳା ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଲୁହା ନଦୀ କେନାଲରେ ବୁଡ଼ି ଭାଇ ଓ ଭଉଣୀଙ୍କ ମୃତ୍ୟୁ ହୋଇଛି। ମୃତକ ଦୁହେଁ…