ଆଜିର ଖବର ଭାଇ ଦୁଜ୍ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଭାଇ ଦୁଜ୍ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି : “ସମସ୍ତ ଦେଶବାସୀଙ୍କୁ ଭାଇ ଦୁଜ୍ର ଅନେକ ଶୁଭକାମନା। ଏହି ପବିତ୍ର…