ଆଜିର ଖବର ଆସିଲା ବଡ ଖବର, ଭାଙ୍ଗିଲା ଓଡିଶାର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭୁବନେଶ୍ବର: ଶେଷରେ ରାଜ୍ୟ ସରକାର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଭାଙ୍ଗି ଦେଇଛନ୍ତି। ଆଜି ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି। ବିଜେଡି ସରକାର ବେଳେ…