ଆଜିର ଖବର ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ଉପହାର, CNG-PNG ର ହ୍ରାସ କଲେ ଭାଟ୍, ମାଗଣାରେ ୨ ଟି ସିଲିଣ୍ଡର ନୂଆଦିଲ୍ଲୀ: ଦୀପାବଳି ଏବଂ ବିଧାନସଭା ନିର୍ବାଚନ ପୂର୍ବରୁ ଗୁଜରାଟ ସରକାର ଜନସାଧାରଣଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଆଜି ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଉଜ୍ଜ୍ଵଳା ଯୋଜନାର ହିତାଧିକାରୀଙ୍କୁ…