ଆଜିର ଖବର ପାରାଲିମ୍ପିକ୍ସରେ ଉନ୍ନତ ପ୍ରଦର୍ଶନ ପାଇଁ ଭାବିନା ପଟେଲଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, ପାରାଲିମ୍ପିକ୍ସରେ ଉନ୍ନତ ପ୍ରଦର୍ଶନ ପାଇଁ ଭାବିନା ପଟେଲଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଆସନ୍ତାକାଲିର ସଫଳତା ପାଇଁ ଦେଶର ସମର୍ଥନ ରହିଛି…