ଭାରତର ସମ୍ବିଧାନ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନଠାରେ  ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଉଦବୋଧନ…