ବିଶେଷ ଖବର ୟୁକ୍ରେନରେ ଫସି ରହିଥିବା ଭାରତୀୟମାନଙ୍କୁ ଉଦ୍ଧାର ପାଇଁ ଭାରତ ସରକାରଙ୍କ ପଦକ୍ଷେପ ନୂଆଦିଲ୍ଲୀ: ୟୁକ୍ରେନରେ ଫସି ରହିଥିବା ଭାରତୀୟମାନଙ୍କୁ ଉଦ୍ଧାର କରିବା ଲାଗି ଭାରତ ସରକାର ଯଥାସମ୍ଭବ ସହାୟତା ଯୋଗାଇ ଦେଉଛନ୍ତି। ଏ କ୍ଷେତ୍ରରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ, ସ୍ୱରାଷ୍ଟ୍ର…