ଭାରତୀୟ ଆଥଲେଟ୍

ନୂଆଦିଲ୍ଲୀ: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ୍-୨୦୨୩ ରେ ଭାରତୀୟ ଆଥଲେଟ୍ ନୀରଜ ଚୋପ୍ରା ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ ପୁରୁଷ ଜାଭେଲିନ୍ ଥ୍ରୋ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।…