ଜାତୀୟ ଖବର ଆଜାଦ୍ ହିନ୍ଦ ଫୌଜ ପ୍ରତିଷ୍ଠା ଦିବସରେ ପ୍ରଥମ ଥର ପାଇଁ ପ୍ରଦର୍ଶିତ ହେଲା ନେତାଜୀଙ୍କ ପୋଷ୍ଟର, ପ୍ରଚାର ପତ୍ର ଭୁବନେଶ୍ୱର: ଆଜି ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଆଜାଦ୍ ହିନ୍ଦ୍ ଫୌଜ ପ୍ରତିଷ୍ଠା ଦିବସ ଅବସରରେ ଭାରତୀୟ ଜାତୀୟ ସେନାର ପ୍ରଚାର ପତ୍ର ଓ ପୋଷ୍ଟର ପ୍ରଦର୍ଶନୀ ଆୟୋଜିତ…