ଜାତୀୟ ଖବର ଆଜି ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଆଜି ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଣ୍ଡିଗଡ଼ଠାରେ ତିନୋଟି ଯୁଗାନ୍ତକାରୀ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା…