ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ୟୁକ୍ରେନ ଏବଂ ଋଷ ମଧ୍ୟରେ ବିବାଦ ବନ୍ଦ ହେବାର ନାମ ନେଉନାହିଁ। ୟୁକ୍ରେନ ସୀମାରୁ ଋଷର ସୈନ୍ୟମାନଙ୍କୁ ପୁନର୍ବାର ଡକାଯିବା ସତ୍ତ୍ୱେ ଉତ୍ତେଜନା ଜାରି ରହିଛି।…