ଆଜିର ଖବର ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ମହିଳା ହକି ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାରି ଦଶନ୍ଧିରୁ ଅଧିକ ସମୟ ପରେ ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଭାରତୀୟ ମହିଳା ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି।…