ଭାରତୀୟ ରେଳ ଆକାଉଣ୍ଟସ ସର୍ଭିସ୍

ଭୁବନେଶ୍ୱର: ଭାରତୀୟ ରେଳ ଆକାଉଣ୍ଟସ ସର୍ଭିସ୍ (IRAS)ର ୧୯୯୧ ବ୍ୟାଚ୍‌ର ବରିଷ୍ଠ ଅଧିକାରୀ ବିଜୟ କୁମାର ମିଶ୍ର ଭୁବନେଶ୍ୱରସ୍ଥିତ ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଭାବେ ଯୋଗଦେଇଛନ୍ତି।…